ଆସାମ-ମିଜୋରାମ ସୀମା ବିବାଦରେ ୫ ଯବାନ ସହିଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସାମ-ମିଜୋରାମ ସୀମାରେ ତୁମୁଳ ସଂଘର୍ଷ। ସଂଘର୍ଷରେ ଆସାମ ପୋଲିସର ୫ ଜଣ ଅଫିସରଙ୍କ ମୃତ୍ୟୁ ଘଟିଥିବା ବେଳେ, ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଉତ୍ତେଜନା ପ୍ରବଣ ଅଞ୍ଚଳରେ ସିଆରପିଏଫ ଯବାନଙ୍କୁ ମୁତୟନ କରାଯାଇଛି। ଘଟଣା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସାମ ଓ…