ଡାକ୍ତରୀ ଛାତ୍ରଛାତ୍ରୀମାନେ ସେବା ମନୋଭାବପନ୍ନ ହୁଅନ୍ତୁ: ଆଇଏମ୍ଏସ୍ ଡିନ୍
ଭୁବନେଶ୍ୱର: ସମାଜରେ ଡାକ୍ତରମାନଙ୍କର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି ।ଲୋକମାନଙ୍କର ସେବା କରିବା ହିଁ ଡାକ୍ତରମାନଙ୍କର ଧର୍ମ । ତେବେ ଅନେକ କ୍ଷେତ୍ରରେ ଡାକ୍ତରମାନଙ୍କ ଉପରେ ନିର୍ଯାତନା ଏବଂ ଆକ୍ରମଣ ହେଉଥିବାର ଘଟଣା ସାମ୍ନାକୁ ଆସୁଛି । ଏସବୁ ଅଘଟଣକୁ ଏଡାଇବା ପାଇଁ ଡାକ୍ତରମାନେ ସମାଜ ସହ…