ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ନବୀନଙ୍କୁ ନିମନ୍ତ୍ରଣ
ଜୁନ୍ ୧୨ ଅର୍ଥାତ ବୁଧବାର ବିଜେପି ସରକାରର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିବାକୁ ବିଜେପିର ୫ ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ଶପଥ ଉତ୍ସବରେ…