Browsing Tag

Naveen Pattnaik

ନିଗମ ପାଇଁ ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ କମିଶନର ପଦବୀ…

ଭୁବନେଶ୍ବର ମହାନଗର ନିଗମ ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ ନିଗମ ପାଇଁ ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପୂର୍ବରୁ ଥିଲା ୨୧୦ଟି ପଦବୀ, ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ନୂତନ ଭାବେ ୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ କମିଶନର ପଦବୀ ସୃଷ୍ଟି…

ରାଜନୀତିରେ ନବୀନଙ୍କ ୨୫ ବର୍ଷ ପୂରଣ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ରାଜ୍ୟ ରାଜନୀତିରେ ଚର୍ଚ୍ଚିତ ଚେହେରା ନବୀନ ପଟ୍ଟନାୟକ ଜୀବନର ୨୫ ବର୍ଷ ପୁରା କରିଛନ୍ତି। ରାଜନୀତିରେ ନବୀନ ଥିବା ନବୀନ ଏବେ ପୋଖତ। ପିତା ତଥା ପ୍ରବାଦ ପୁରୁଷ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ପରେ ଅପ୍ରତ୍ୟାଶିତ ଭାବେ…

ପାୱାର କରିଡରରେ ଚର୍ଚ୍ଚା : ମନ୍ତ୍ରୀମଣ୍ଡଳରେ ହୋଇପାରେ ବଡ଼ଧରଣର ପରିବର୍ତ୍ତନ

ଭୁବନେଶ୍ୱର : ପ୍ରଶାସନ ଏବଂ ବିଜେଡିର ସାଂଗଠନିକ ସ୍ତରରେ ମଧ୍ୟ ଏହି ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି। ରାଜନୈତିକ ବିଶ୍ଳେଷକମାନେ ମତ ଦେଇଛନ୍ତି ଯେ ନୂତନ କ୍ୟାବିନେଟ୍ ଆସନ୍ତା ଦୁଇ ବର୍ଷ ପର୍ଯ୍ୟନ୍ତ ୨୦୨୪ ସାଧାରଣ ମତଦାନ ପର୍ଯ୍ୟନ୍ତ ଜାରି ରହିବ। ଆସନ୍ତା ମାସରେ ନବୀନ ସରକାରଙ୍କ ପଞ୍ଚମ…

ଆଜିଠୁ ଜାତୀୟ ତୋଷାଳି ମେଳା: ମୁଖ୍ୟମନ୍ତ୍ରୀ କରିବେ ଉଦ୍ଘାଟନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତବର୍ଷ ଷୋଡ଼ଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ସୋମବାର ଠାରୁ ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜନ ହେବାକୁ ଯାଉଛି । ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ…

ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ…

ବାତ୍ୟା ‘ୟାସ’ ପ୍ରଭାବିତ ଅଞ୍ଚଳର କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

(ଓଡ଼ିଶାଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସଂପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ…

୮ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବାପରେ ନବୀନ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ । ନବୀନ ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ନବୀନଙ୍କ ଇସ୍ତଫା ମଞ୍ଜୁର, ୨୭ରେ ଶପଥ ନେବେ ନୂଆ ମନ୍ତ୍ରୀମଣ୍ଡଳ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୧୧୨ ବିଧାନସଭା ଆସନ ଜିତି ୫ମ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି ବିଜେଡି । ଆସନ୍ତାକାଲି ବିଜେଡି ବିଧାୟକ ଦଳ ବୈଠକ ବସିବାକୁ ଯାଉଛି । ୨୭ ତାରିଖରେ ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି । ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଥିଲା…

୫ମ ଥର ସରକାର ଗଠନକୁ ନେଇ ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି । ବିଜେପି ଓ କଂଗ୍ରେସକୁ ବହୁ ପଛରେ ପକାଇ ବିଜେଡି ଆଗରେ ରହିଛି । ଏ ପର୍ଯ୍ୟନ୍ତ ଭୋଟ ଗଣତି ଫଳାଫଳରୁ ଯାହା ଜଣାପଡ଼ିଛି ୫ମ ଥର ପାଇଁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟରେ…