Browsing Tag

naveen pattnik

କମିଶନରେଟ୍‌ ପୋଲିସ ପାଇଁ ସ୍ବତନ୍ତ୍ର ଅପରାଧ ନିୟନ୍ତ୍ରଣ ଶାଖା ଖୋଲାଯିବ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବର-କଟକ କମିଶନରେଟ୍‌ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ନିମନ୍ତେ ଏହି ଦୁଇ ସହରାଞ୍ଚଳ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏଥିନିମନ୍ତେ ଆସିଥିବା ପ୍ରସ୍ତାବକୁ…

ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି; ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି। ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆଜି  ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ  କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଘୋଷଣା କରିଛନ୍ତି। ଏହି ଘୋଷଣା ଫଳରେ ରାଜ୍ୟର ୪ ଲକ୍ଷ…

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା : ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ସର୍ବାଧିକ ଗୁରୁତ୍ବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ…

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ।ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର…

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି : ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି। ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ…

୩୦ ଜିଲ୍ଲା ପାଇଁ ବିଜେଡ଼ିର ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ନିଯୁକ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ସବୁ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି ଦଳୀୟ ସଭାପତି ନବୀନ ପଟ୍ଟନାୟକ । ଏହି ନୂଆ ତାଲିକାକୁ ପ୍ରକାଶ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ। ଏବେ ଆସନ୍ତୁ ନଜର ପକାଇବା ଅନୁଗୁଳ-…

ଆଜି କୋଟିଆରେ ବହୁ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋରାପୁଟ ଜିଲ୍ଲାର କୋଟିଆ ଗାଁ କୁ ଆନ୍ଧ୍ର ସରକାର ନିଜ ଅକ୍ତିଆରକୁ ନେବାପରେ ଏଥିରେ ବିଚଳିତ ହୋଇପଡ଼ିଛନ୍ତି ଓଡ଼ିଶା ସରକାର । ଚଳିତମାସ ୧୩ ଓ ୧୭ ତାରିଖରେ କୋଟିଆ ସୀମାନ୍ତ ଗାଁ ତଳଗଞ୍ଜେଇପଦର, ଫାଟୁସିନେରି ଓ ଫଗୁଣସିନେରିରେ ପଞ୍ଚାୟତ ନିର୍ବାଚନ କରିଛନ୍ତି ଆନ୍ଧ୍ର…

ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଲୋକପ୍ରତିନିଧି ଏବଂ କର୍ମଚାରୀଙ୍କ ପାଇଁ ସଂପତ୍ତି ତାଲିକା ବାଧ୍ୟତାମୂଳକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଁ ବହୁତ ଖୁସି ଯେ ବିଜୁ ବାବୁଙ୍କ ଆଦର୍ଶରେ ଚାଲିଥିବା ବିଜୁ ଜନତା ଦଳର ରାଜ୍ୟ ପରିଷଦ ବୈଠକରେ ଆପଣମାନେ ବହୁତ ଭଲ ଭଲ ପ୍ରସ୍ତାବ ଦେଇଛନ୍ତି । ସେଥିପାଇଁ ଆପଣମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ଆପଣମାନଙ୍କ ସବୁ ପ୍ରସ୍ତାବକୁ ମୁଁ ଅନୁମୋଦନ କରୁଛି। ମୁଁ…

ମୁଖ୍ୟମନ୍ତ୍ରୀଙ୍କ ଭର୍ଚୁଆଲ ରାଲି, ନବୀନ..ନବୀନରେ କମ୍ପିଲା ବାଲେଶ୍ୱର

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ନବୀନ..ନବୀନରେ କମ୍ପିଲା ବାଲେଶ୍ୱର । ଉପନିର୍ବାଚନ ପୂର୍ବରୁ କର୍ମୀଙ୍କ ଭିତରେ ଉତ୍ସାହଭରିବାକୁ ଗୁରୁବାର ବିଜେଡି ପକ୍ଷରୁ ସ୍ଥାନୀୟ ଆଇଟିଆଇ ପଡ଼ିଆରେ ଅନୁଷ୍ଠିତ ଏକ ଭର୍ଚୁଆଲ ରାଲିକୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ…

ନିଟ୍ ଟପ୍ପରଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସର୍ବଭାରତୀୟ ନିଟ୍ ପ୍ରବେଶିକା ପରୀକ୍ଷାରେ ଟପ୍ପର ହୋଇଥିବା ସୋଏବ ଅଫତାବଙ୍କ ସହ ଫୋନରେ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋଏବଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ…