ସାମାଜିକ ଦୂରତା, ହାତ ଧୋଇବା ଏବଂ ମାସ୍କ ପିନ୍ଧିବା ଦ୍ୱାରା କରୋନାର ନିୟନ୍ତ୍ରଣ କରାଯାଇପାରିବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗର ପରାମର୍ଶଦାତା ତଥା ଭାରତୀୟ ଜନସ୍ୱାସ୍ଥ୍ୟ ପ୍ରତିଷ୍ଠାନର ସଭାପତି ଡଃ କେ. ଶ୍ରୀନାଥ ରେଡ୍ଡୀ ଆଜି “କୋଭିଡରୁ ଶିକ୍ଷା-ଆମେ କ’ଣ ଶିଖିଲେ ଏବଂ କିପରି କୋଭିଡ ଯୁଦ୍ଧ ଜିତିବା” ଏ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…