ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ୍
ନୟାଗଡ଼ ସ୍ବତନ୍ତ୍ର କିସମର କଣ୍ଟାଯୁକ୍ତ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଭୌଗୋଳିକ ସଙ୍କେତ ବା ଜିଓ ଗ୍ରାଫିକାଲ୍ ଇଣ୍ଡିକେସନ(ଜିଆଇ) ଟ୍ୟାଗ ମାନ୍ୟତା। କଣ୍ଟିଲୋ ଅଞ୍ଚଳରେ ଏହି ସ୍ୱତନ୍ତ୍ର କଣ୍ଟେଇମୁଣ୍ଡି ବାଇଗଣ ହୋଇଥାଏ। ଜିଲାରେ ଫଳୁଥିବା ଏହି ସ୍ୱତନ୍ତ୍ର କିସମର ବାଇଗଣକୁ ଜିଆଇ ଟ୍ୟାଗ…