ନିଟ୍ ପିଜି ପରୀକ୍ଷା ସ୍ଥଗିତ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ନିଟ୍ ପିଜି ୨୦୨୨ ପରୀକ୍ଷା ସ୍ଥଗିତ କରାଇବା ପାଇଁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଜଷ୍ଟିସ ଡି. ୱାଇ. ଚନ୍ଦ୍ରଚୂଡ଼ ଓ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଖଣ୍ଡପୀଠ ରାୟ ଶୁଣାଇ କହିଛନ୍ତି ଯେ, ପରୀକ୍ଷା ଘୁଞ୍ଚାଇଲେ ଗଣ୍ଡଗୋଳିଆ ପରିସ୍ଥିତି…