ଲୋକାର୍ପିତ ହେଲା ନେତାଜୀ ସଂଗ୍ରହାଳୟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦୀର୍ଘ ୩ ବର୍ଷ ପରେ ଅଦାଲତି ବିବାଦରୁ ମୁକୁଳି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ପୁରୀ ଗୋପାଳବଲ୍ଲଭ ରୋଡସ୍ଥିତ ନେତାଜୀ ସଂଗ୍ରହାଳୟ। ରାଜସ୍ବ ମନ୍ତ୍ରୀ ମହେଶ୍ୱର ମହାନ୍ତି ଏହାକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ…