ବହୁମୁଖୀ ପାଇଲଟ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ନବରଙ୍ଗପୁର କୃଷି କ୍ଷେତ୍ରରେ ଆଣିବ ଉନ୍ନତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ଭିଡିଓ କନଫରେନସିଂ ଜରିଆରେ ନବରଙ୍ଗପୁର ର ଉର୍ଣ୍ଣତ୍ତି ପାଇଁ ଏକ ବହୁମୁଖୀ ପାଇଲଟ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ଦ୍ବାରା ଜିଲ୍ଲାର ଚାଷୀ ଓ ଗରିବ ଲୋକଙ୍କ ସାମାଜିକ ଓ ଅର୍ଥନୈତିକ ଅବସ୍ଥାରେ…