ନାଇଟ କୋଚ ବସ ଦୁର୍ଘଟଣାଗ୍ରସ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତକାଲି ରାତିରେ ଗଙ୍ଗା ନାମକ ଏକ ନାଇଟ କୋଚ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହା ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ସମୟରେ ସୁନ୍ଦରଗଡ଼ର ବଣେଇର ଝିର୍ଡାପାଲି ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ୪ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି ।…