ଜଳବାୟୁ ପରିବର୍ତ୍ତନ ଉପରେ ନୀଳମାଧବ ପଣ୍ଡାଙ୍କ ଚଳଚିତ୍ର ‘ମେଘାସ୍ ଡାଇଭର୍ସ’ ଜେନେଭା ଅବ୍ଜର୍ଭର୍ରେ ପ୍ରଦର୍ଶିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅଭିନେତ୍ରୀ ଦିବ୍ୟା ଦତ୍ତା, ତନିଷ୍ଠା ଚାଟର୍ଜୀ, ମଞ୍ଜିରି ଫଡ୍ନିସ୍ ଓ ଚନ୍ଦନ ଆନନ୍ଦଙ୍କ ଅଭିନୀତ ନୀଳମାଧବ ପଣ୍ଡାଙ୍କ ଚଳଚିତ୍ର ‘ମେଘାସ୍ ଡାଇଭର୍ସ’ ନିକଟରେ ଜି ଓ: ସଷ୍ଟେନ୍ଡ - ଫସିଲ ଫୁଏଲ୍ ଇନ୍ଭେଷ୍ଟମେଂଟ୍ ନିଡ୍ସ ଟୁ ଏଣ୍ଡ ନାଓ’ ପାଇଁ ଜେନେଭା ପର୍ଯ୍ୟବେକ୍ଷକ…