ଗରିବଙ୍କ ପାଇଁ ୧ ଲକ୍ଷ ୭୦ ହଜାର କୋଟିର ପ୍ୟାକେଜ ଘୋଷଣା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ପାଇଁ ସାରା ଦେଶରେ ୨୧ ଦିନ ପାଇଁ ଲକଡାଉନ ଘୋଷଣା କରାଯାଇଛି। ଏହି ସମସ୍ୟାକୁ ଦୂର କରିବା ଓ ଲୋକଙ୍କୁ ସବୁ ପ୍ରକାରର ସୁବିଧା ଯୋଗାଇ ଦେବା ପାଇଁ ମୋଦି ସରକାର ଆଜି ଗରିବଙ୍କ ପାଇଁ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ଆର୍ଥିକ ପ୍ରୋତ୍ସାହନ ପ୍ୟାକେଜ ଘୋଷଣା…