Browsing Tag

niti aayoga

ଓଡ଼ିଶାରେ ନୀତି ଆୟୋଗ ଉପାଧ୍ୟକ୍ଷ, ଫୋକସ ଷ୍ଟେଟ୍‌ ମାନ୍ୟତା ଦାବି କରିବ ରାଜ୍ୟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡିଶାରେ ପହଞ୍ଚିଲେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । 3 ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ଦିନ ୧୧ଟାରୁ ଗୋଟାଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ରାଜୀବ । ଏହି ସମୟରେ ରାଜ୍ୟ…