ବିଜେପି ହାତ ଛାଡ଼ିବେ ନୀତୀଶ!
ପାଟନା(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଦ୍ମ ଛାଡ଼ିବେ ନୀତୀଶ କୁମାର । ସେ ବିଜେପି ହାତ ଛାଡ଼ି ଆରଜେଡିରେ ମିଶିବେ ବୋଲି ଚର୍ଚ୍ଚା ଜୋର ଧରିଛି । ଯାହାକୁ ନେଇ ବିହାର ରାଜନୀତି ସରଗରମ ହୋଇଉଠିଛି । ଆସନ୍ତା ମାସ ରାଜ୍ୟସଭା ନିର୍ବାଚନ ଏବଂ ଜୁଲାଇରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଥିବା ବେଳେ…