ରାଫେଲ୍ କିଣାରେ ଦୁର୍ନୀତି ହୋଇନି: ସୁପ୍ରିମ୍କୋର୍ଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଫେଲ ଡିଲ୍ରେ କୌଣସି ପ୍ରକାରର ଅନିୟମିତତା ହୋଇନାହିଁ ଏବଂ ଏହାର ତଦନ୍ତ ଆବଶ୍ୟକ ନାହିଁ ବୋଲି ଆଜି ସୁପ୍ରିମକୋର୍ଟ ପ୍ରଧାନ ବିଚାପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି । ଏଥିସହ ମୋଦି ସରକାରଙ୍କୁ କାଠଗଡ଼ାକୁ ଟାଣିବା ପାଇଁ ହୋଇଥିବା ସମସ୍ତ…