ନୋବେଲ୍ ପୁରସ୍କାର; ରସାୟନ ବିଜ୍ଞାନ କ୍ଷେତ୍ରରେ ୩ ବୈଜ୍ଞାନିକ ହେବେ ସମ୍ମାନିତ
ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି। ଚଳିତ ବର୍ଷ ଏହି ସମ୍ମାନ ମିଳିତ ଭାବେ ଆମେରିକାର ୩ ବୈଜ୍ଞାନିକଙ୍କୁ ମିଳିବ। ୩ ବୈଜ୍ଞାନିକ ହେଲେ, ମେସାଚୁସେଟ୍ସ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିର ମୋଉଙ୍ଗୀ ବାେଓ୍ଵଣ୍ଡି, କଲମ୍ବିଆ ବିଶ୍ୱବିଦ୍ୟାଳୟର ଲୁଇସ୍…