ଓଏଏସ୍ ଅଦଳବଦଳ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟ ସରକାର ଆଜି ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଏନେଇ ରାଜ୍ୟ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସର୍ଭେ ଏବଂ ମାନଚିତ୍ର ପ୍ରକାଶନ ସଂସ୍ଥା ଅତିରିକ୍ତ ନିର୍ଦ୍ଦେଶକ ଦେବାଶିଷ ପାତ୍ର…