Browsing Tag

OAS result declared

ଓଏଏସ୍ ପରୀକ୍ଷାଫଳ ପ୍ରକାଶିତ: ଟପ୍ ୩ରେ ଆୟୁଷୀ, ସଂଜିତା ଓ ପୁନମ୍

ଇଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା (ଓ.ଏ.ଏସ୍) ପରୀକ୍ଷାଫଳ ପ୍ରକାଶ ପାଇଛି । ଲିଖିତ ଓ ମୌଖିକ ପରୀକ୍ଷା ଆଧାରରେ ମୋଟ୍ ୧୦୬ ଜଣ ଯୋଗ୍ୟ ବିବେଚିତ ହୋଇଛନ୍ତି । କ୍ୟାଟେଗୋରୀ ୧ ଓ ୨ ସେବା ପାଇଁ ଏମାନେ ଯୋଗ୍ୟ ବିବେଚିତ ହୋଇଛନ୍ତି । କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କ ତାଲିକା…