ଭଲ ପାଇ ଭୁଲ୍ କଲି, ଭୁଲ ନିଷ୍ପତ୍ତିର ଭୋଗୁଛି ଫଳ: ଅନୁଭବ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦିନକୁ ଦିନ ଅଧିକ ଛନ୍ଦି ହେବାରେ ଲାଗିଛି ବର୍ଷା ଅନୁଭବ ବିବାଦ । ତାଙ୍କ ପାରିବାରକ ମାମଲା ଏବେ କୋର୍ଟରେ ଚାଲିଥିବାବେଳେ ଦୀର୍ଘଦିନ ପରେ ମୁହଁ ଖୋଲିଛନ୍ତି ସାଂସଦ ଅନୁଭବ । ୟ୍ୟୁଟ୍ୟୁବରେ ଭିଡିଓ ସେୟାର କରି ବଖାଣିଛନ୍ତି ନିଜ ମନର ଅକୁହା ସତ । ଭିଡିଓ…