Browsing Tag

Odish weather

ଆହୁରି ୨୪ ଘଣ୍ଟା ଛେଚିବ; ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ହେବା ନେଇ ରେଡ୍ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ଆଖପାଖ ଅଞ୍ଚଳରେ ଦୁର୍ବଳ ହେବା ପରେ ପୁଣି ସେଠାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…