Browsing Tag

odisha bidhansabha

ମୌସୁମୀ ଅଧିବେଶନ: ୨୯ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁଲାଇ ୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏଥିପାଇଁ ୨୯ ତାରିଖରେ ବିଧାନସଭା ନିୟୁ କନଭେନସନ ହଲରେ ବସିବ ସର୍ବଦଳୀୟ ବୈଠକ। ଦିନ ସାଢେ ୧୧ଟାରେ ବୈଠକ ବସିବ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ବାଚସ୍ପତି…

ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିକ୍ରମ ଆରୁଖ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ବାଚସ୍ପତି ବିଜେଡି ପକ୍ଷରୁ ବିକ୍ରମ କେଶରୀ ଆରୁଖ । ଏ ନେଇ ପ୍ରାର୍ଥୀ ବିକ୍ରମ ଆରୁଖ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋ ନାଁକୁ ପ୍ରସ୍ତାବ କରିଥିବା ଯୋଗୁଁ ମୁଁ ତାଙ୍କୁ ଧନ୍ୟବାଦ ଜଣାଉଛି । ଆଗାମୀ…

ଜୁନ୍ ୧୩ରେ ବାଚସ୍ପତି ନିର୍ବାଚନ; ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ଵର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାଚସ୍ପତି ନିର୍ବାଚନ ନେଇ ସଚିବାଳୟ ପକ୍ଷରୁ ସୂଚନା ମିଳିଛି। ଜୁନ୍ ୧୩ରେ ବାଚସ୍ପତି ନିର୍ବାଚନ। ନିର୍ବାଚନ ପାଇଁ ଶୁକ୍ରବାର ଦାଖଲ ହେବ ପ୍ରାର୍ଥିପତ୍ର। ବିକ୍ରମ କେଶରୀ ଆରୁଖ ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବା ନେଇ ଚର୍ଚ୍ଚା…

ବିଧାନସଭା ବଜେଟ୍‍ ଅଧିବେଶନ : ଅଭିଭାଷଣରେ ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର : ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଅଭିଭାଷଣ ଦେଇଛନ୍ତି। ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ସିଡିଏସ ବିପିନ ରାୱତଙ୍କ ସହ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାସହ ଶୋକସନ୍ତପ…

ବିଧାନସଭାର ଶୀତକାଳୀନ ଅଧିବେଶନ ଆଜିଠୁ ଆରମ୍ଭ: ଦରବୃଦ୍ଧି ପ୍ରସଂଗରେ ଟାର୍ଗେଟ କରିବ ବିଜେଡି

ଆଜିଠୁ ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ । କଟକଣାରେ ଚାଲିବ ଗୃହ କାର୍ଯ୍ୟ । ଆଜି ପ୍ରଥମ ଦିନରେ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପିତ ହେବ । ନିଜ ନିଜର ରଣନୀତିରେ ଗୃହରେ ମୁହାଁମୁହିଁ ହେବେ ଶାସକ ବିରୋଧୀ । ଦରବୃଦ୍ଧି ପ୍ରସଂଗରେ କେନ୍ଦ୍ରକୁ ଟାର୍ଗେଟ କରିବ ଶାସକ ଦଳ । ଗୃହରେ ବିଜେଡି…

ସବୁ ବିଧାୟକଙ୍କର ହେବ କରୋନା ଟେଷ୍ଟ : ସୂର୍ଯ୍ୟ ନାରାୟଣ ପାତ୍ର

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟର ସବୁ ବିଧାୟକ ଓ ଷ୍ଟାଫଙ୍କର କରୋନା ଟେଷ୍ଟ କରାଯିବ। ଏନେଇ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ଅଧିବେଶନ ପରିଚାଳନା ନେଇ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ…

୩୧ ଯାଏଁ ବିଧାନସଭା ବନ୍ଦ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ବିଧାନସଭାକୁ ବନ୍ଦ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଆସନ୍ତା ୩୧ ତାରିଖ ଯାଏ ବିଧାନସଭା ବନ୍ଦ ରହିବ ବୋଲି ସେ ଘୋଷଣା କରିଛନ୍ତି। ତେବେ ଆସନ୍ତାମାସ ପହିଲାରୁ ୩ ଦିନ ସରକାରୀ…