୮୯ ଗୋଟି ବହୁମୁଖୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ୟୟ ଆଶ୍ରୟସ୍ଥଳ ଏବଂ ଚିକିତ୍ସାଳୟ ଉପଯୋଗୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ ମିଳିଛି ।‘ରାଜ୍ୟ…