ଓଡ଼ିଶା କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା
ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପୁଣି କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା । ସର୍ବ ଭାରତୀୟ କଂଗ୍ରେସ କମିଟି ସମ୍ପାଦକ ତଥା ଓଡ଼ିଶା ସହ ପ୍ରଭାରୀ ବିଧାୟକଙ୍କୁ ଦିଲ୍ଲୀ ଆସିବା ପାଇଁ କହିଥିବା ସୂଚନା ଦେଇଛନ୍ତି ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି । ସମସ୍ତ ୯ ଜଣ ବିଧାୟକ…