Browsing Tag

Odisha High court

ଓଡିଶା ହାଇକୋର୍ଟର ୨ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡିଶା ହାଇକୋର୍ଟର ୨ ନୂଆ ବିଚାରପତିଙ୍କୁ ଶୁକ୍ରବାର ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଲୀଧର । ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଶପଥ ନେଇଛନ୍ତି । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ତ୍ରିପୁରା…

ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ପରଲୋକ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ୧୯୮୩ ମସିହାରୁ ୧୯୯୪ ମସିହା ଯାଏ ଜଷ୍ଟିସ ମିଶ୍ର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ…

ଶତ୍ରୁଘ୍ନ ପୂଜାରୀ ଏବଂ ଅକ୍ଷୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟ ରେ ନୂତନ ବିଚାରପତି ଭାବେ ଯୋଗଦେଲେ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ହାଇକୋର୍ଟ ରେ ଆଜି ଦୁଇ ଜଣ ବିଚାରପତି ଶପଥ ନେଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଶ୍ରୀଯୁକ୍ତ ଶତ୍ରୁଘ୍ନ ପୂଜାରୀ ଏବଂ ଅକ୍ଷୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟ ରେ ନୂତନ ବିଚାରପତି ଭାବେ ଆଜି ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି । ହାଇକୋର୍ଟ ର…