ବାହୁଡ଼ା ଯାତ୍ରା ଓ ସୁନାବେଶରେ ପ୍ରବଳ ବର୍ଷା
ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଓ ସୁନାବେଶରେ ପ୍ରବଳ ବର୍ଷା ହେବ। ବଙ୍ଗୋପସାଗରରେ ୨ଟି ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଆଜିଠାରୁ ବର୍ଷାର ପ୍ରଭାବ ଓ ପ୍ରକୋପ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ…