Browsing Tag

Odisha weather news

୬ରୁ ରାଜ୍ୟରେ ପ୍ରବଳ ବର୍ଷା!

ବର୍ତ୍ତମାନ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନାହିଁ। କିନ୍ତୁ ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ। ୫ ତାରିଖରୁ କିଛି ମାତ୍ରାରେ ବଢ଼ିପାରେ ବର୍ଷା ପରିମାଣ । ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି…

ଆସୁଛି ବର୍ଷା, ପୁଣି ଭିଜିବ ଓଡ଼ିଶା

ପୁଣି ଭିଜିବ ଓଡ଼ିଶା । ୧୪ରୁ ୧୬ ପର୍ଯ୍ୟନ୍ତ ବର୍ଷିବ । ୧୫ରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି । ଅଧିକାଂଶ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ୧୬ରେ ଦକ୍ଷିଣ ଓଡ଼ିଶାରେ ବର୍ଷା ସହ ବାକି ଓଡ଼ିଶାରେ ରହିବ କୋହଲା ପାଗ । କେବଳ ବର୍ଷା ନୁହେଁ ଘନ କୁହୁଡି ମଧ୍ୟ କରିବ କଲବଲ ।…

ଆସୁଛି ଲଘୁଚାପ, ୧୫ରୁ ବଡ ବର୍ଷା ସମ୍ଭାବନା

ଆସୁଛି ଲଘୁଚାପ । ଆସନ୍ତା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ…

ଆସୁଛି ଲଘୁଚାପ, ଏଥର ଫିକା ପଡିବ ଦୁର୍ଗାପୂଜା !

ଆସୁଛି ଲଘୁଚାପ। ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଲଘୁଚାପ ଆସୁଥିବା ନେଇ ଆଇଏମ୍‌ଡିଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ମିଳିଛି। ୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ସମ୍ଭାବନା ପରେ ଏ ବର୍ଷ ପୂଜାକୁ ଲଘୁଚାପ ଭସାଇବା…

ଆସନ୍ତା ୨୯ରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା!

ଆସନ୍ତା ୨୯ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । କେନ୍ଦ୍ରୀୟ ବଙ୍ଗୋପସାଗରରେ ୩୦ ତାରିଖ ବେଳକୁ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ ୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।…

ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ସମୁଦ୍ରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ…

ଆସନ୍ତା ୧୮ରୁ ରାଜ୍ୟରେ ପୁଣି ବଢ଼଼ିବ ବର୍ଷା

ଆସନ୍ତା ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢ଼଼ିବ। ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଯୋଗୁଁ ୧୮ ଓ ୧୯ ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର…

୧୩ରୁ ରାଜ୍ୟରେ ବର୍ଷା !

୧୩ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା। ପୁଣି ରାଜ୍ୟରେ ହୋଇପାରେ କୋହଲା ପାଗ। କିଛି ସ୍ଥାନରେ ବର୍ଷା ଯୋଗୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ୭ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି,…