ଡ. ଗୋପବନ୍ଧୁ ଦାଶଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଦାୟିତ୍ୱ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅବସରପ୍ରାପ୍ତ ପ୍ରଶାସକ ଡ. ଗୋପବନ୍ଧୁ ଦାଶଙ୍କୁ ନିଜର ରାଜନୈତିକ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି । ଡ. ଗୋପବନ୍ଧୁ ଦାଶ ଜଣେ ଦକ୍ଷ, କର୍ତ୍ତବ୍ୟନିଷ୍ଟ ଓ ସଚ୍ଚୋଟ ଅଫିସର ଭାବେ ଜଣାଶୁଣା । ଡ. ଗୋପବନ୍ଧୁ ଅବସର ନେବା ପୂର୍ବରୁ…