ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ୫ମୃତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଣ୍ଡିଖୋଲ ପାରାଦୀପ ଜାତୀୟ ରାଜପଥର ଡେରାବିଶ ଥାନା ଅଳାବାଙ୍କଠାରେ ରବିବାର ବିଳମ୍ବିତ ରାତିରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ କାର ଚାଳକଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକମାନେ ହେଲେ କାରଚାଳକ ସଦର ଥାନା…