ରାଜଧାନୀରେ ଡେଙ୍ଗୁ ନେଲା ଜୀବନ
ଡେଙ୍ଗୁ ନେଲା ଜୀବନ । ରାଜଧାନୀ ଜାଗମରାସ୍ଥିତ ଧର୍ମବିହାର ଅଞ୍ଚଳର ୬୩ ନମ୍ବର ୱାର୍ଡର ଜଣେ ୭ ବର୍ଷର ବାଳକର ମୃତ୍ୟୁ ଘଟିଛି । ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ସାଇସ୍ମିତା ସାହୁ ଓରଫ୍ ପିହୁଙ୍କର ଡେଙ୍ଗୁରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ପରିବାର ଲୋକେ ଚିକିତ୍ସାରେ ଅବହେଳା…