କ୍ୱାରେଣ୍ଟିନ ହୋମରେ ଜଣେ ବ୍ୟକ୍ତିର ମୃତ୍ୟୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନୟାଗଡ ଜିଲ୍ଲା ବାହାଡାଝୋଲା କ୍ୱାରେଣ୍ଟିନ ହୋମରେ ଜଣେ ବ୍ୟକ୍ତିର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ କରୋନା ଆକ୍ରାନ୍ତ ହୋଇ ନଥିବା ବେଳେ ହୃତଘାତରେ ତାଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବା…