Browsing Tag

Open hostel

୨୬ରୁ ଖୋଲିବ ହଷ୍ଟେଲ

ଓଡ଼ିଶାଫାଷ୍ଟ (ବ୍ୟୁରୋ): ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ସ୍କୁଲ ପରେ ଖୋଲିବ ହଷ୍ଟେଲ। ଆସନ୍ତା ୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ମୁଖ୍ୟତଃ ଗଣଶିକ୍ଷା, SC/ST ଓ…