Browsing Tag

OSSC

ଶ୍ରୀ ଅଭୟ ଓଏସଏସସି ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର : ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟଙ୍କୁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ(ଓଏସ୍ଏସ୍ସି)ର ଅଧ୍ୟକ୍ଷ ଭାବେ ନୂଆ ନିଯୁକ୍ତି ମିଳିଛି । ବର୍ତ୍ତମାନ ରାଜ୍ୟ ଟାସ୍କ ଫୋର୍ସ(ନାର୍କୋଟିକ୍ସ ଡ୍ରଗ୍ସ ସମ୍ପର୍କିତ)ର ଅଧ୍ୟକ୍ଷ ଭାବେ ସେ ଦାୟିତ୍ୱ ତୁଲାଉଛନ୍ତି । ଓଏସ୍ଏସ୍ସି ଅଧ୍ୟକ୍ଷ…