ପିଏମ୍ କିଷାନ୍ ନିଧି ଯୋଜନାର ଶୁଭାରମ୍ଭ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରବିବାର ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ ଯୋଜନାର ଶୁଭାରମ୍ଭ ହୋଇଛି । ଉତ୍ତର ପ୍ରଦେଶର ଗୋରଖପୁରଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ମୋଦି ଏଠାରେ ଯୋଗଦେଇ ମୋଦି କହିଥିଲେ, ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ…