ଦିଲ୍ଲୀରେ ବଢୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦିଲ୍ଲୀରେ କୋଭିଡ ସଂକ୍ରମଣ ପୁଣି ଥରେ ବଢ଼ିଛି । ବିଗତ ଏକ ସପ୍ତାହ ମଧ୍ୟରେ ସଂକ୍ରମଣ ବଢ଼ିବା ସହିତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିଛି । ବିଗତ ୧୩ ଦିନରେ ୩୪ ଜଣ ରୋଗୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେହିପରି ୯ ଦିନ…