Browsing Tag

Pachayta election

ପଂଚାୟତ ଇଲେକ୍ସନ, ଜିଲ୍ଲାପାଳମାନଙ୍କ ସହ କଥା ହେଲେ ଆଦିତ୍ୟ ପ୍ରସାଦ ପାଢ଼ୀ

ଜିଲ୍ଲାପାଳମାନଙ୍କ ସହ ଆଜି ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ ଡିଜିଟାଲ ବୈଠକ କରିଛନ୍ତି। ଏହି ବୈଠକରେ ପୌର ନିର୍ବାଚନ ଓ ପଞ୍ଚାୟତ ନିର୍ବାଚନ ନେଇ ଆଲୋଚନା ହୋଇଥିଲା । ଏନେଇ ଆଦିତ୍ୟ ପ୍ରସାଦ ପାଢ଼ୀ କହିଛନ୍ତି, ପଞ୍ଚାୟତ ନିର୍ବାଚନ ନେଇ ନୂଆ ସରକୁଲାର ଜାରି ହୋଇଛି। ଭୋଟ ପ୍ରଚାର…

ଫେବ୍ରୁଆରୀ ୧୨ରୁ ପଞ୍ଚାୟତ ଭୋଟ୍ !

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଏକପ୍ରକାର ବିଗୁଲ ବାଜିଲାଣି । ଫେବ୍ରୁଆରୀ ୧୨ରୁ ଆରମ୍ଭ ହୋଇପାରେ ପଞ୍ଚାୟତ ଭୋଟ । ୫ଟି ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ତାଲିକା ସ୍ଥିର ହୋଇଥିବା ଜଣାପଡିଛି । ମାର୍ଚ୍ଚ ୫ ସୁଦ୍ଧା ଫଳ ପ୍ରକାଶ ସହ ନୂଆ ଲୋକ ପ୍ରତିନିଧି…

ପଞ୍ଚାୟତ ନିର୍ବାଚନ ପାଇଁ ଫିଟିଲା ବାଟ, ବିଧାନସଭାରେ ପାରିତ ହେଲା ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଧାନସଭାରେ ପାରିତ ହେଲା ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧ । ଏହି ବିଧେୟକ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ । ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ…