ଫାଇନ୍ ଲାଗୁ ହେବା ପରେ ରାଜ୍ୟରେ କମିଛି ଦୁର୍ଘଟଣା: ମନ୍ତ୍ରୀ
ଓଡିଶା ଫାଷ୍ଟ (ବ୍ୟୁରୋ) : ଅଧିକ ଦୁର୍ଘଟଣା ଘଟୁଥିବା ରାଜ୍ୟମାନଙ୍କ ମଧ୍ୟରେ ଓଡ଼ିଶା ସମଗ୍ର ଦେଶରେ ପଞ୍ଚମ ସ୍ଥାନରେ ଅଛି । ତେବେ ଟ୍ରାଫିକ୍ ନିୟମ ଉଲ୍ଲଂଘନ ପାଇଁ ବର୍ଦ୍ଧିତ ଫାଇନ୍ ବ୍ୟବସ୍ଥା ଲାଗୁ ହେବା ପରେ ରାଜ୍ୟରେ ଦୁର୍ଘଟଣା ହାର କମିଛି । ଆଗକୁ ୨୦ ପ୍ରତିଶତ ଦୁର୍ଘଟଣା କମାଇବା ପାଇଁ…