Browsing Tag

Pahandi bije

ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ରଥ ପ୍ରତିଷ୍ଠା ପୂଜା ସମ୍ପନ୍ନ ହେବା ପରେ ଆରମ୍ଭ ହୋଇଛି ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ଆସି ମା' ସୁଭଦ୍ରାଙ୍କ ଦର୍ପଦଳନ ରଥରେ ବିଜେ କରିସାରିଛନ୍ତି…

ଆଜି ବାହୁଡ଼ା ଯାତ୍ରା; ଆରମ୍ଭ ହେଲା ପହଣ୍ଡି ବିଜେ

ଆଜି ବାହୁଡ଼ା ଯାତ୍ରା। ଜନ୍ମବେଦିରେ ଲୀଳାଖେଳା ଶେଷ କରି ଆଜି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ। ଲକ୍ଷଲକ୍ଷ ଭକ୍ତମେଳରେ ଭାଇଭଉଣୀଙ୍କ ସହ ଶ୍ରୀମନ୍ଦିରକୁ ଫେରୁଛନ୍ତି ମହାବାହୁ। ଏଥିଲାଗି ଚତୁର୍ଦ୍ଧାମୂର୍ତ୍ତିଙ୍କର ପହଣ୍ଡି ବିଜେ ଆରମ୍ଭ ହୋଇଛି। ଏବେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଚାଲିଛି।…