ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କଲେ ରାଷ୍ଟ୍ରପତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ପହଞ୍ଚି ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିଛନ୍ତି। ସେଠାରେ ହେବାକୁ ଥିବା ପାଇକ ମେମୋରିଆଲ ଫାଉଣ୍ଡେସନର ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।…