ଚିଟ୍ଫଣ୍ଡ, ଖଣି ଦୁର୍ନୀତି କଥା ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଶାହା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହା ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା ପରେ ପୋଲସରା ଓ ବରଗଡ଼ଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଥିଲେ । ସେଠରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ମାଗିବା ସହ ରଜ୍ୟ ସରକାରଙ୍କୁ ସିଧା ସିଧା…