ପଣା ସଂକ୍ରାନ୍ତି ଉପଲକ୍ଷେ ପର୍ଯ୍ୟଟନ ବିଭାଗ ଓ ଓଟିଡିସି ପକ୍ଷରୁ ପଣା ପ୍ରସ୍ତୁତି ପର୍ବ ଅନୁଷ୍ଠିତ
ଭୁବନେଶ୍ବର(ଓଡିଶା ଫାଷ୍ଟ ବ୍ୟୁରୋ): ପଣା ହେଉଛି ଓଡିଆ ମାନଙ୍କ ଏକ ପ୍ରମୁଖ ପାନୀୟ । ସୁନ୍ଦର ସ୍ବାସ୍ଥ ଏବଂ ଅତିଥି ସତ୍କାର ନିମନ୍ତେ ପଣା ହେଉଛି ଏକ ସ୍ବାଦିଷ୍ଟ ପାନୀୟ । ଏହାକୁ ପ୍ରୋତ୍ସାହିତ କରିବା ନିମନ୍ତେ ଓଡିଆ ନବ ବର୍ଷ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ସହିଦନଗରସ୍ଥିତ…