Browsing Tag

Panchayat Elections Voting

ଆସନ୍ତାକାଲି ଶେଷ ପର୍ଯ୍ୟୟ ମତଦାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତାକାଲି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ପର୍ଯ୍ୟାୟ ଭୋଟ୍‌ । ୨୫ଜିଲ୍ଲାର ୪୮ ବ୍ଲକରେ ୧୩୧ ଜିଲ୍ଲା ପରିଷଦ ଆସନ ପାଇଁ ହେବ ମତଦାନ । ୯୭୫ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ମତଦାନ ପାଇଁ ପୋଲିଂ ପାର୍ଟି ନିଜ ନିଜ ବୁଥରେ ପହଞ୍ଚିଛନ୍ତି । ୧୭୭୫ଟି…