ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲା; ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ
ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ । ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟ ଯଦୁପୁର ଗାଁରେ ପରୀକୁ ହତ୍ୟା…