ଫନୀ ପାଇଁ ଘୁଞ୍ଚିବ ପାଟକୁରା ନିର୍ବାଚନ !
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ପାଟକୁରା ବିଜେଡି ବିଧାୟକ ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ଯୋଗୁ ସେଠାରେ ନିର୍ବାଚନ ସ୍ଥଗିତ ରଖାଯାଇଥିଲା । ପରେ ସେଠାରେ ଆସନ୍ତା ମେ ୧୯ରେ ନିର୍ବାଚନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ…