ମାସିକ ଋତୁସ୍ରାବରେ ଅନିୟମିତତା ଘଟିଲେ ଆପଣାନ୍ତୁ ଏହି ଘରୋଇ ଉପଚାର
ମାସିକ ଋତୁସ୍ରାବ ମହିଳାଙ୍କ ଶରୀରରେ ହେଉଥିବା ପରିବର୍ତ୍ତନ ଭିତରୁ ଗୋଟିଏ । ପ୍ରତ୍ୟେକ ମହିଳାଙ୍କୁ ପ୍ରତି ମାସରେ ମାସିକ ଋତୁସ୍ରାବ କଷ୍ଟ ଦେଇ ଯିବାକୁ ପଡିଥାଏ । ଉକ୍ତ ସମୟରେ ମହିଳାଙ୍କୁ ନାହିନଥିବା ଅସୁବିଧା ଭୋଗିବାକୁ ପଡେ । ଏହି ସମୟରେ ମହିଳାଙ୍କୁ ଅନିୟମିତ ପିରିୟଡସ୍ ମଧ୍ୟ ହୋଇଥାଏ ।…