Browsing Tag

Petrol and diesel prices risen again

ପୁଣି ବଢ଼ିଲା ପେଟ୍ରୋଲ ଡିଜେଲ ଦର

ଭୁବନେଶ୍ୱର : ବଢ଼ିଲା ତୈଳ ଦର। ପେଟ୍ରୋଲ ଲିଟର ପିଛା ୮୫ ପଇସା ବୃଦ୍ଧି ପାଇଛି। ସେହିପରି ଡିଜେଲ ଲିଟର ପିଛା ୮୪ ପଇସା ବୃଦ୍ଧି ଘଟିଛି। ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୫.୪୦ ପଇସାରେ ପହଞ୍ଚିଛି ସେହିପରି ଡିଜେଲ ଲିଟର ପିଛା ୯୫.୧୩ ପଇସା ହୋଇଛି।…