Browsing Tag

Pijuli

କୋଷ୍ଠକାଠିନ୍ୟକୁ ଦୂର କରିବାକୁ ଚାହୁଁଛନ୍ତି କି ? ଖାଆନ୍ତୁ ଏହି ଫଳ

ପିଜୁଳି ଖାଇବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଜାଣିଛନ୍ତି ଏହା କେବଳ ପାଟିକୁ ସୁଆଦିଆ ନୁହେଁ। ଶରୀର ପାଇଁ ମଧ୍ୟ ଖୁବ୍ ଉପକାରୀ। ପିଜୁଳିରେ ଭିଟାମିନ୍-ଏ, ସି, ପୋଟାସିୟମ୍, ଫାଇବର, କାର୍ବୋହାଇଡ୍ରେଟ୍, ଭିଟାମିନ-ବି୨, ଭିଟାମିନ-ଇ,  ଭିଟାମିନ-କେ ଭରପୂର ମାତ୍ରାରେ ରହିଛି । ଏହାସହ ଏଥିରେ…