ଓଡିଶାରେ ପ୍ଲାଜମା ଚିକିତ୍ସା ଫଳରେ ଅଧିକ ଲୋକ ସୁସ୍ଥ ହେଉଛନ୍ତି – ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି। ଅଧିକରୁ ଅଧିକ କୋଭିଡ ରୋଗୀ ଏହି ଚିକିତ୍ସା ପଦ୍ଧତିରେ ସୁସ୍ଥ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ…