ମାଗଣାରେ ଉପଲବ୍ଧ ହେବ ପ୍ଲାଜମା ଥେରାପି: ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସିଂ ଜରିଆରେ ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲ କଲେଜରେ କୋଭିଡ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି । ଏହାଦ୍ୱାରା ପ୍ଲାଜମା ଥେରାପି ବ୍ୟବସ୍ଥା ଆରମ୍ଭ କରିଥିବା ଦେଶର ସ୍ୱଳ୍ପ…