ଏପ୍ରିଲ ୧ରେ ମୋଦି ଓ ୪ରେ ରାହୁଲଙ୍କ ଓଡ଼ିଶା ଗସ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ଏପ୍ରିଲ ୪ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ଦକ୍ଷିଣ ଓଡ଼ିଶାରେ ଆୟୋଜିତ ଏକ ସଭାରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ସଭାରେ ରାହୁଲ ଯୋଗଦେଇ ଦଳୀୟ କର୍ମୀଙ୍କୁ ଉଦ୍ବୋଧନ ଦେବେ । ଏ ନେଇ…